ଶକ୍ତି
From Wikipedia, the free encyclopedia
ଶକ୍ତି ଶବ୍ଦର ଅର୍ଥ ବିସ୍ତୃତ ।
- ସାଧାରଣତଃ ଶକ୍ତି ହେଉଛି ମାନବ, ପ୍ରାଣୀ ବା କୌଣସି ଭୌତିକ ବସ୍ତୁର କାର୍ଯ୍ୟ କରିବାର ଅଥବା ପରିବର୍ତ୍ତନ କରିବାର କ୍ଷମତା ।
- ଏହା କୌଣସି ବ୍ୟକ୍ତିର କରିବାର ବା କହିବାର କ୍ଷମତାକୁ ବୁଝାଇପାରେ ।
- ବିଜ୍ଞାନରେ ଏହା କୌଣସି ଭୌତିକ ପ୍ରଣାଳୀର ପରିବର୍ତ୍ତନ କରିବାର କ୍ଷମତାକୁ ବୁଝାଇଥାଏ ।
- ଅର୍ଥନୀତିରେ ବଜାରର ଏକ ଅଂଶକୁ ଶକ୍ତି କୁହାଯାଇପାରେ ।