ଓମ୍‌ଙ୍କ ନିୟମ ଅନୁସାରେ, ଏକ ନିର୍ଦ୍ଧିଷ୍ଟ ତାପମାତ୍ରାରେ, ପରିବାହୀରେ ପ୍ରବାହିତ ବିଦ୍ୟୁତ୍ ସ୍ରୋତ ପରିବାହୀର ଦୁଇ ପ୍ରାନ୍ତରେ ଥିବା ବିଦ୍ୟୁତ୍ ବିଭାବାନ୍ତର ସହ ସମାନୁପାତିପ୍ରତିରୋଧ ଏଠାରେ ଏକ ସମାନୁପାତିକ ସ୍ଥିରାଙ୍କ ।[1] ଏହାକୁ ଗାଣିତିକ ଉପାୟରେ ଲେଖାଯାଇପାରିବ ଯେ: [2]

Thumb
V, I, and R, the parameters of Ohm's law.

ଏଠାରେ I ହେଉଛି ପରିବାହୀରେ ପ୍ରବାହିତ ବିଦ୍ୟୁତ ସ୍ରୋତ (ଆମ୍ପିଅର ଏକକରେ), V ହେଉଛି ପରିବାହୀର ଦୁଇ ପ୍ରାନ୍ତରେ ଥିବା ବିଦ୍ୟୁତ ବିଭବରେ ପାର୍ଥକ୍ୟ (ଭୋଲ୍‌ଟ ଏକକରେ) ଓ R ହେଉଛି ଏହି ପରିବାହୀର ବିଦ୍ୟୁତ ପ୍ରତିରୋଧ (ଓମ୍ ଏକକରେ) ।

ଏହି ନିୟମଟି ଜର୍ମାନ ଗଣିତଜ୍ଞ ଜର୍ଜ୍ ଓମ୍‌ଙ୍କ ନାମ ଅନୁସାରେ ନାମିତ ହୋଇଛି ।

ଇତିହାସ

ବ୍ୟାଖ୍ୟା

ତାପମାତ୍ରାର ପ୍ରଭାବ

ଆଧାର

ଅଧିକ ତଥ୍ୟ

Wikiwand in your browser!

Seamless Wikipedia browsing. On steroids.

Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.

Wikiwand extension is a five stars, simple, with minimum permission required to keep your browsing private, safe and transparent.