ଜନ୍ମ ନିରୋଧ
ମାନବ ଗର୍ଭ ରୋକିବା ପଦ୍ଧତି / From Wikipedia, the free encyclopedia
ଜନ୍ମ ନିରୋଧ ବା ଜନ୍ମ ନିୟନ୍ତ୍ରଣ ବା ପ୍ରଜନନ ଶକ୍ତି ନିୟନ୍ତ୍ରଣ ଏକ ପଦ୍ଧତି ଯାହାଦ୍ୱାରା ଗର୍ଭ ନିରୋଧ କରାଯାଏ ଅର୍ଥାତ ପିଲା ଜନ୍ମ ନ ହେବା ନିମନ୍ତେ ବନ୍ଦବୋସ୍ତ କରାଯାଏ ।[1] ଯୋଜନା, ବନ୍ଦବୋସ୍ତ ଓ ଜନ୍ମ ନିୟନ୍ତ୍ରଣକୁ ସାମୁହିକ ଭାବରେ ପରିବାର ଯୋଜନା ବା ପରିବାର ନିୟନ୍ତ୍ରଣ କହନ୍ତି ।[2][3] ପୁରାକାଳରୁ ଜନ୍ମ ନିରୋଧ ପଦ୍ଧତିର ପ୍ରଚଳନ ଚାଲିଆସିଛି କିନ୍ତୁ ବିଂଶ ଶତାବ୍ଦୀରେହିଁ ଫଳପ୍ରଦ ଓ ନିରାପଦ ପଦ୍ଧତି ଉପଲବ୍ଧ ହେଲା ।[4] ଧାର୍ମିକ, ନୈତିକ ଓ ରାଜନୈତିକ କାରଣରୁ ଅନେକ ସଂସ୍କୃତିରେ ଜନ୍ମ ନିରୋଧକୁ ବିରୋଧ କରାଯାଏ ।[4]
Quick Facts ଜନ୍ମ ନିରୋଧ, ଶ୍ରେଣୀବିଭାଗ ଓ ବାହାର ସ୍ରୋତ ...
ଜନ୍ମ ନିରୋଧ | |
---|---|
ଶ୍ରେଣୀବିଭାଗ ଓ ବାହାର ସ୍ରୋତ | |
MeSH | D003267 |
Close