ଜୀବନ ପ୍ରଦୀପ ଦାଶ
ଓଡ଼ିଆ ରାଜନୀତିଜ୍ଞ / From Wikipedia, the free encyclopedia
ଜୀବନ ପ୍ରଦୀପ ଦାଶ (ଜନ୍ମ: ୧୫ ଜୁଲାଇ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ଏବଂ ପରେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ଭାରତୀୟ ଜନତା ପାର୍ଟିର ଏବଂ ୨୦୦୯ ଓ ୨୦୧୪ ମସିହାରେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1]
Quick Facts ଜୀବନ ପ୍ରଦୀପ ଦାଶ, ବିଧାୟକ: ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭା ...
ଜୀବନ ପ୍ରଦୀପ ଦାଶ | |
---|---|
ବିଧାୟକ: ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୯ | |
ପୂର୍ବ ଅଧିକାରୀ | ଅରୁଣ ଦେ |
ପର ଅଧିକାରୀ | ମଦନ ମୋହନ ଦତ୍ତ |
ନିର୍ବାଚନ ମଣ୍ଡଳୀ | ବାଲେଶ୍ୱର |
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ଅରୁଣ ଦେ |
ପର ଅଧିକାରୀ | ଅରୁଣ ଦେ |
ନିର୍ବାଚନ ମଣ୍ଡଳୀ | ବାଲେଶ୍ୱର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | (1955-07-15) ୧୫ ଜୁଲାଇ ୧୯୫୫ (ବୟସ ୬୮) |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ରୀନାରାଣୀ ଦାସ |
ସନ୍ତାନ | ୨ ପୁଅ |
ବାପା/ବୋଉ | ଜଗନ୍ନାଥ ପ୍ରସାଦ ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
Close