ପରିବେଶ
ପରିବେଶ ସୁରକ୍ଷା / From Wikipedia, the free encyclopedia
ମଣିଷକୁ ଚତୁଃପାର୍ଶ୍ୱରୁ ଘେରି ରହି ତାର ଜୀବନ ତଥା କାର୍ଯ୍ୟକଳାପ ଉପରେ ପ୍ରଭାବ ପକାଉଥିବା ପରିବୃତ୍ତିକୁ (Surroundings) ପରିବେଶ (Environment) କୁହାଯାଏ । ପୃଥିବୀର ସ୍ଥଳ, ଜଳ, ବାୟୁ, ଉଦ୍ଭିଦ ଓ ପ୍ରାଣୀ ଜଗତ ଏହି ପରିବୃତ୍ତିର ଅଂଶବିଶେଷ ।[1]