ବିଜ୍ଞାନ
From Wikipedia, the free encyclopedia
ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ"[1]) ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା । [2][3]ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା ।
![Thumb image](http://upload.wikimedia.org/wikipedia/commons/thumb/a/a4/Erasmus_Darwin_Temple_of_Nature.jpg/220px-Erasmus_Darwin_Temple_of_Nature.jpg)