ମାହାରୀ
From Wikipedia, the free encyclopedia
ମାହାରୀ ଓଡ଼ିଶାର ଏକ ପାରମ୍ପାରିକ ନୃତ୍ୟ। [1] ମାହାରୀ ଓ ଓଡ଼ିଶୀ ନୃତ୍ୟହେଉଛି ଉତ୍କଳୀୟ ସଂସ୍କୃତିର ଏକ ପ୍ରମୁଖ ଅଙ୍ଗ। ପୂର୍ବେ ଦେବଦାସୀମାନଙ୍କଦ୍ୱାରା ପୁରୀ ଜଗନ୍ନାଥ ମନ୍ଦିରରେ ମାହାରୀ ନୃତ୍ୟ ପ୍ରଦର୍ଶନ କରାଯାଉଥିଲା। ରାଜା ଚୋଡ଼ଗଙ୍ଗଦେବ ସମ୍ଭବତଃ ଥିଲେ ଜଗନ୍ନାଥ ମନ୍ଦିରରେ ମାହାରୀ ନୃତ୍ୟର ପ୍ରବର୍ତ୍ତକ । [2]