ଶରତ ଚନ୍ଦ୍ର ମିଶ୍ର
ଓଡ଼ିଆ ରାଜନୀତିଜ୍ଞ / From Wikipedia, the free encyclopedia
ଶରତ ଚନ୍ଦ୍ର ମିଶ୍ର (ଜନ୍ମ: ୧୨ ଫେବୃଆରୀ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଶରତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[1] ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ତଥା ଥରେ ବିରୋଧୀ ଦଳର ନେତା ଭାବରେ କାର୍ଯ୍ୟ କରିଥିଲେ ।
Quick Facts ଶରତ ଚନ୍ଦ୍ର ମିଶ୍ର, ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା ...
ଶରତ ଚନ୍ଦ୍ର ମିଶ୍ର | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ପୂର୍ବ ଅଧିକାରୀ | ରମାକାନ୍ତ ମିଶ୍ର |
ପର ଅଧିକାରୀ | ରମାକାନ୍ତ ମିଶ୍ର |
ନିର୍ବାଚନ ମଣ୍ଡଳୀ | ରଣପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | (1951-02-12) ୧୨ ଫେବୃଆରୀ ୧୯୫୧ (ବୟସ ୭୩) |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ଜୟଶ୍ରୀ ମିଶ୍ର |
ବାପା/ବୋଉ | ଲୋକନାଥ ମିଶ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
Close