ଓଡ଼ିଆ କବି From Wikipedia, the free encyclopedia
ସୌଭାଗ୍ୟ କୁମାର ମିଶ୍ର (ଜନ୍ମ ୫ ସେପ୍ଟେମ୍ବର ୧୯୪୧) ବ୍ରହ୍ମପୁର, ଓଡ଼ିଶାରେ ଜନ୍ମିତ ଜଣେ କବି ।[1] ୧୯୫୫ ମସିହାରୁ ଲେଖି ଆସୁଥିବା, ସୌଭାଗ୍ୟ ମିଶ୍ର ୨୫ରୁ ଊର୍ଦ୍ଧ୍ୱ ପୁସ୍ତକ ରଚନା କରିସାରିଛନ୍ତି ।[2] ଇଂରାଜୀ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ଓ ଡକ୍ଟରେଟ ଉପାଧି ହାସଲ କରିବା ପରେ କଲେଜରେ ଅଧ୍ୟାପନା ଅାରମ୍ଭ କରିଥିଲେ । ବିଜେବି କଲେଜ ଓ ରେଭେନ୍ସା ମହାବିଦ୍ୟାଳୟ ଆଦିରେ ଶିକ୍ଷାଦାନ କରିବା ପରେ, ୧୯୭୮ରୁ ୨୦୦୧ ଯାଏଁ ବହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଇଂରାଜୀ ବିଭାଗରେ ପ୍ରଫେସର ଭାବେ କାର୍ଯ୍ୟରତ ଥିଲେ ।[3] ୧୯୮୬ ମସିହାରେ ତାଙ୍କ କବିତା ସଂକଳନ "ଦ୍ୱା ସୁପର୍ଣ୍ଣା' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।
Seamless Wikipedia browsing. On steroids.
Every time you click a link to Wikipedia, Wiktionary or Wikiquote in your browser's search results, it will show the modern Wikiwand interface.
Wikiwand extension is a five stars, simple, with minimum permission required to keep your browsing private, safe and transparent.