ଜଗନ୍ନାଥ ମନ୍ଦିର, କୋରାପୁଟ
From Wikipedia, the free encyclopedia
Remove ads
ଜଗନ୍ନାଥ ମନ୍ଦିର (ଶାବର ଶ୍ରୀକ୍ଷେତ୍ର) ଓଡ଼ିଶାର କୋରାପୁଟଠାରେ ଅବସ୍ଥିତ ଏକ ଜଗନ୍ନାଥ ମନ୍ଦିର । ଜଗନ୍ନାଥ,ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନ ଏଠାକାର ଆରାଧ୍ୟ ଦେବତା ।
Remove ads
ଅବସ୍ଥାନ
ପ୍ରମୁଖ ଦେବତା
ଏଠାକାର ପ୍ରମୁଖ ଦେବତା ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନ । ଏଥି ସହ ଲକ୍ଷ୍ମୀ, ସରସ୍ୱତୀ, ଭୂଦେବୀ, ଶ୍ରୀଦେବୀ, ବିମଳା ଆଦି ମଧ୍ୟ ଏଠାରେ ପୂଜିତ ।
ପାର୍ବଣ
ଏଠାରେ ପୁରୀସ୍ଥିତ ଜଗନ୍ନାଥ ମନ୍ଦିରରେ ପାଳିତ ସମସ୍ତ ପାର୍ବଣ ପାଳିତ ହୋଇଥାଏ ।
- ସ୍ନାନ ପୂର୍ଣ୍ଣିମା: ଏଠାରେ ପ୍ରତିବର୍ଷ ସ୍ନାନ ପୂର୍ଣ୍ଣିମା ପାଳନ କରାଯାଇଥାଏ ଯେଉଁଥିରେ ୧୦,୦୦୦ରୁ ଅଧିକ ଲୋକ ସମାଗମ ହୋଇଥାଏ ।
- ରଥଯାତ୍ରା: ସବୁବର୍ଷ ମହାସମାଗମରେ ଆଷାଢ଼ ଶୁକ୍ଳପକ୍ଷ ତୃତୀୟାରେ ରଥଯାତ୍ରା ମଧ୍ୟ ପାଳିତ ହୋଇଥାଏ । ଖ୍ରୀଷ୍ଟପୂର୍ବ ୩୦୦୦ ବର୍ଷ ପୂର୍ବରୁ ଏଠାରେ ରଥଯାତ୍ରା ପାଳିତ ହୋଇ ଆସୁଛି ।
ଆଧାର
ବାହାର ଲିଙ୍କ
Wikiwand - on
Seamless Wikipedia browsing. On steroids.
Remove ads