ସ୍ତନ୍ୟପାୟୀ
ନିଜ ଶିଶୁକୁ ସ୍ତନ୍ୟପାନ କରାଇବାର କ୍ଷମତା ଥିବା ପ୍ରାଣୀ । From Wikipedia, the free encyclopedia
Remove ads
ସ୍ତନ୍ୟପାୟୀ (English: Mammal; ଶ୍ରେଣୀ Mammalia /məˈmeɪli.ə/) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
![]() | ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |
Remove ads
ବିବିଧତା
ଶ୍ରେଣୀ ବିଭାଗ
ବିବର୍ତ୍ତନ ଇତିହାସ
ଆହୁରି ଦେଖନ୍ତୁ
ଆଧାର
ଅଧିକ ପଢନ୍ତୁ
ବାହାର ଲିଙ୍କ
Wikiwand - on
Seamless Wikipedia browsing. On steroids.
Remove ads