ଅନୁଗୋଳ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଅନୁଗୋଳ (କ୍ରମିକ ସଂଖ୍ୟା: ୬୧) ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଅନୁଗୋଳ (ପୌ), ନାଲକୋନଗର, ଅନୁଗୋଳ ବ୍ଳକର କିଛି ଅଞ୍ଚଳ ଓ ବଅଁରପାଳ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧, ୯୯,୬୬୧ |
ଜିଲ୍ଲା: | ଅନୁଗୋଳ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଢେଙ୍କାନାଳ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଜନୀକାନ୍ତ ସିଂହ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ୮୮୨୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଜନୀକାନ୍ତ ସିଂହ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ୨୦୩୪୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ।[5]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଜନୀ କାନ୍ତ ସିଂହ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସଂଗ୍ରାମ କେଶରୀ ମିଶ୍ରଙ୍କଠାରୁ ୨୦,୪୬୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[6]