ଆସିକା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନମଣ୍ଡଳୀ / From Wikipedia, the free encyclopedia
ଆସିକା (କ୍ରମିକ ସଂଖ୍ୟା: ୧୨୮) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
Quick Facts ଆସିକା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଆସିକା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୮୨,୬୦୫ |
ଜିଲ୍ଲା: | ଗଞ୍ଜାମ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଆସିକା |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଆସିକା (ବି), ଆସିକା ବ୍ଳକ ଓ କବିସୂର୍ଯ୍ୟ ନଗର ବ୍ଳକର କିଛି ଅଂଶ ।[1][2]
ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ମଞ୍ଜୁଳା ସ୍ୱାଇଁ ବିଜେପି ପ୍ରାର୍ଥୀ ଦେବରାଜ ମହାନ୍ତିଙ୍କଠାରୁ ୨୭,୨୩୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[3]
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବରାଜ ମହାନ୍ତି ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସରୋଜ କୁମାର ପାଣ୍ଡେଙ୍କଠାରୁ ୨୩୪୯୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]