କଟକ ସଦର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
କଟକ ସଦର (କ୍ରମିକ ସଂଖ୍ୟା: ୯୩) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: କଟକ (ମ)ର କିଛି ଅଞ୍ଚଳ, କଟକ ସଦର ବ୍ଳକ ଓ ନିଶ୍ଚିନ୍ତକୋଇଲି ବ୍ଳକର କିଛି ଅଞ୍ଚଳ ।[2][3]
Quick Facts କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୮,୪୩୧ |
ଜିଲ୍ଲା: | କଟକ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କଟକ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଚନ୍ଦ୍ରସାରଥି ବେହେରା ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଦିଲୀପ କୁମାର ମଲ୍ଲିକଙ୍କଠାରୁ ୨୫୭୯୧ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ କାଳିନ୍ଦୀ ବେହେରା, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅହିଂସା ମହାନନ୍ଦଙ୍କଠାରୁ ୪୯,୩୪୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]