କଣ୍ଟାବାଞ୍ଝି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
କଣ୍ଟାବାଞ୍ଝି (କ୍ରମିକ ସଂଖ୍ୟା: ୭୦) ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: କଣ୍ଟାବାଞ୍ଝି (ବି), ତୁରକେଲା ବ୍ଳକ, ବଙ୍ଗୋମୁଣ୍ଡା ବ୍ଳକ ଓ ମୁରିବାହାଲ ବ୍ଳକ ।[2][3]
Quick Facts କଣ୍ଟାବାଞ୍ଝି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
କଣ୍ଟାବାଞ୍ଝି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୪୧,୬୨୦ |
ଜିଲ୍ଲା: | ବଲାଙ୍ଗୀର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବଲାଙ୍ଗୀର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଆୟୁବ ଖାଁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜାଙ୍କଠାରୁ ୩୮୬୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂହ ସାଲୁଜା, ବିଜୁ ଜନତା ଦଳ ପ୍ରାର୍ଥୀ ହାଜି ମହମ୍ମଦ ଆୟୁବ ଖାଁଙ୍କଠାରୁ ୫,୩୦୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]