କରଞ୍ଜିଆ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
କରଞ୍ଜିଆ (କ୍ରମିକ ସଂଖ୍ୟା: ୩୦) ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: କରଞ୍ଜିଆ (ବି), କରଞ୍ଜିଆ ବ୍ଳକ, ଠାକୁରମୁଣ୍ଡା ବ୍ଳକ ଓ କପ୍ତିପଦା ବ୍ଳକର କିଛି ଅଂଶ ।[2][3]
Quick Facts କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୬୫,୬୮୬ |
ଜିଲ୍ଲା: | ମୟୂରଭଞ୍ଜ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କେନ୍ଦୁଝର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବିଜୟ କୁମାର ନାଏକ ଭାରତୀୟ ଜନତା ପାର୍ଟି ପ୍ରାର୍ଥିନୀ ଜୋତ୍ସା ବନସିଂହଙ୍କଠାରୁ ୧୩୫୫୧ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବିଜୟ କୁମାର ନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଯବମଣୀ ଟୁଡୁଙ୍କଠାରୁ ୨୧,୪୦୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]