କାକଟପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
କାକଟପୁର (କ୍ରମିକ ସଂଖ୍ୟା: ୧୦୫) ପୁରୀ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: କୋଣାର୍କ(ବି), କାକଟପୁର ବ୍ଳକ, ଅସ୍ତରଙ୍ଗ ବ୍ଳକ ଓ ଗୋପ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୨୨,୦୩୩ |
ଜିଲ୍ଲା: | ପୁରୀ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଜଗତସିଂହପୁର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୁରେନ୍ଦ୍ର ସେଠୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ରବିନ୍ଦ୍ର କୁମାର ସେଠୀଙ୍କଠାରୁ ୪୧୩୦୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରବି ମଲ୍ଲିକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବିଶ୍ୱ ଭୂଷଣ ଦାସଙ୍କଠାରୁ ୧୫,୨୨୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]