କୁଚିଣ୍ଡା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନସଭା ନିର୍ବାଚନମଣ୍ଡଳୀ / From Wikipedia, the free encyclopedia
କୁଚିଣ୍ଡା (କ୍ରମିକ ସଂଖ୍ୟା: ୧୫) ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: କୁଚିଣ୍ଡା (ବି), କୁଚିଣ୍ଡା ବ୍ଳକ, ବାମରା ବ୍ଳକ ଓ ଯମନକିରା ବ୍ଳକ ।[2][3]
Quick Facts କୁଚିଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
କୁଚିଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୪,୭୧୩ |
ଜିଲ୍ଲା: | ସମ୍ବଲପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ସମ୍ବଲପୁର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ରବିନାରାୟଣ ନାୟକ ବିଜୁ ଜନତା ଦଳ ପ୍ରାର୍ଥୀ ଭୁବନେଶ୍ୱର କିଷାନଙ୍କଠାରୁ ୨୨୦୬୪ ଖଣ୍ଡ ଅଧିକ ଭୋଟ୍ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଛତ୍ରିଆ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ରବିନାରାୟଣ ନାୟକଙ୍କଠାରୁ ୧୨,୭୧୨ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]