କେନ୍ଦ୍ରାପଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
କେନ୍ଦ୍ରାପଡ଼ା (କ୍ରମିକ ସଂଖ୍ୟା: ୯୭) କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: କେନ୍ଦ୍ରାପଡ଼ା (ପୌ), କେନ୍ଦ୍ରାପଡ଼ା ବ୍ଳକ ଓ ପଟ୍ଟାମୁଣ୍ଡାଇ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୭,୭୦୪ |
ଜିଲ୍ଲା: | କେନ୍ଦ୍ରାପଡ଼ା |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କେନ୍ଦ୍ରାପଡ଼ା |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ କିଶୋର ଚନ୍ଦ୍ର ତରାଇ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଗଣେଶ୍ୱର ପାତ୍ରଙ୍କଠାରୁ ୫୪୩୧ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]