କୋରାଇ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
କୋରାଇ (କ୍ରମିକ ସଂଖ୍ୟା: ୫୩) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବ୍ୟାସନଗର (ପୌ), କୋରାଇ ବ୍ଳକ ଓ ରସୁଲପୁର ବ୍ଳକର କିଛି ଅଞ୍ଚଳ ।[2][3]
Quick Facts କୋରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
କୋରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୭୫,୩୩୭ |
ଜିଲ୍ଲା: | ଯାଜପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଯାଜପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | ୨୨ |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଆକାଶ ଦାସ ନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବିଶ୍ୱଜିତ ନାୟକଙ୍କଠାରୁ ୪୨,୮୬୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]