ଖଡ଼ିଆଳ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଖଡ଼ିଆଳ (କ୍ରମିକ ସଂଖ୍ୟା: ୭୨) ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଖଡ଼ିଆଳ (ବି), ଖଡ଼ିଆଳ ବ୍ଳକ, ବୋଡ଼େନ ବ୍ଳକ ଓ ସିନାପାଲି ବ୍ଳକ ।[1][2]
Quick Facts ଖଡ଼ିଆଳ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଖଡ଼ିଆଳ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୯,୨୫୬ |
ଜିଲ୍ଲା: | ନୂଆପଡ଼ା |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କଳାହାଣ୍ଡି |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଦୁର୍ଯ୍ୟୋଧନ ମାଝୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅଧିରାଜ ମୋହନ ପାଣିଗ୍ରାହୀଙ୍କଠାରୁ ୭୧୨୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ହିତେଶ କୁମାର ବଗର୍ତ୍ତି, ବିଜୁ ଜନତା ଦଳ ପ୍ରାର୍ଥୀ ଦୁର୍ଯ୍ୟୋଧନ ମାଝିଙ୍କଠାରୁ ୧୧,୩୬୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]