ଗୋପାଳପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଗୋପାଳପୁର (କ୍ରମିକ ସଂଖ୍ୟା: ୧୩୨) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଗୋପାଳପୁର (ବି), ରଙ୍ଗେଇଲୁଣ୍ଡା ବ୍ଳକ, କୁକୁଡ଼ାଖଣ୍ଡି ବ୍ଳକର କିଛି ଅଞ୍ଚଳ ଓ ବ୍ରହ୍ମପୁର (ପୌ)ର କିଛି ଅଞ୍ଚଳ ।[2][3]
- ଏହି ଲେଖାଟି ଗୋପାଳପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ବାବଦରେ । ବାକିସବୁ ପାଇଁ, ଗୋପାଳପୁର (ବହୁବିକଳ୍ପ) ପ୍ରସଙ୍ଗଟି ଦେଖନ୍ତୁ ।
Quick Facts ଗୋପାଳପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଗୋପାଳପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୭୯,୬୪୯ |
ଜିଲ୍ଲା: | ଗଞ୍ଜାମ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବ୍ରହ୍ମପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଦୀପ କୁମାର ପାଣିଗ୍ରାହୀ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବିଷ୍ଣୁଭୂଷଣ ଜେନାଙ୍କଠାରୁ ୨୦୧୧୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଡ. ତ୍ରିନାଥ ବେହେରାଙ୍କଠାରୁ ୧୮,୭୫୮ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]