ଘସିପୁରା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଘସିପୁରା (କ୍ରମିକ ସଂଖ୍ୟା: ୨୧) କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଘସିପୁରା ବ୍ଳକ, ଘଟଗାଁ ବ୍ଳକ ଓ ଆନନ୍ଦପୁର ବ୍ଳକର କିଛି ଅଂଶ ।[2][3]
Quick Facts ଘସିପୁରା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଘସିପୁରା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୭,୮୫୮ |
ଜିଲ୍ଲା: | କେନ୍ଦୁଝର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କେନ୍ଦୁଝର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବଦ୍ରିନାରାୟଣ ପାତ୍ର ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସତ୍ୟବ୍ରତ ପଣ୍ଡାଙ୍କଠାରୁ ୮୮୬୦୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବଦ୍ରୀନାରାୟଣ ପାତ୍ର, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକଙ୍କଠାରୁ ୨୫,୫୫୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]