ଘୁ. ଉଦୟଗିରି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଘୁମୁସର ଉଦୟଗିରି (କ୍ରମିକ ସଂଖ୍ୟା: ୮୩) କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଘୁ. ଉଦୟଗିରି (ବି), ଘୁ. ଉଦୟଗିରି ବ୍ଳକ, ରାଇକିଆ ବ୍ଳକ, ଟିକାବାଲି ବ୍ଳକ ଓ ଦାରିଙ୍ଗବାଡ଼ି ବ୍ଳକର କିଛି ଅଂଶ ।[2][3]
Quick Facts ଘୁ. ଉଦୟଗିରିବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଘୁ. ଉଦୟଗିରିବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୭୪,୫୩୩ |
ଜିଲ୍ଲା: | କନ୍ଧମାଳ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କନ୍ଧମାଳ |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଜାକବ୍ ପ୍ରଧାନ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଦୀପ କୁମାର ପ୍ରଧାନଙ୍କଠାରୁ ୧୦୨୮୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ମନୋଜ କୁମାର ପ୍ରଧାନ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅଜୟନ୍ତୀ ପ୍ରଧାନଙ୍କଠାରୁ ୨୩,୯୩୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]