ଚମ୍ପୁଆ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଚମ୍ପୁଆ (କ୍ରମିକ ସଂଖ୍ୟା: ୨୫) କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଯୋଡ଼ା (ପୌ), ବଡ଼ବିଲ (ପୌ), ଯୋଡ଼ା ବ୍ଳକ ଓ ଚମ୍ପୁଆ ବ୍ଳକର କିଛି ଅଂଶ ।[2][3]
Quick Facts ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୮,୩୧୨ |
ଜିଲ୍ଲା: | କେନ୍ଦୁଝର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କେନ୍ଦୁଝର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୨ |
Close
ଗତ ୨୦୧୪ ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ସନାତନ ମହାକୁଡ଼ ତାଙ୍କ ନିକଟତମ ସ୍ୱାଧୀନ ପ୍ରାର୍ଥୀ କୁଶ ଆପଟଙ୍କଠାରୁ ୧୪୬୭୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ଜିତୁ ପଟ୍ଟନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସନାତନ ମହାକୁଡ଼ଙ୍କଠାରୁ ୧୪୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]