ଚିତ୍ରକୋଣ୍ଡା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଚିତ୍ରକୋଣ୍ଡା (କ୍ରମିକ ସଂଖ୍ୟା: ୧୪୭) ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାଲିମେଳା (ବି), ମାଥିଲି ବ୍ଳକ, କୁଡୁମୁଲୁଗୁମ୍ମା ବ୍ଳକ, ଖଇରପୁଟ ବ୍ଳକ ଓ କୋରୁକୁଣ୍ଡା ବ୍ଳକର କିଛି ଅଂଶ ।[1][2]
Quick Facts ଚିତ୍ରକୋଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଚିତ୍ରକୋଣ୍ଡା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୬୨,୬୯୫ |
ଜିଲ୍ଲା: | ମାଲକାନଗିରି |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ନବରଙ୍ଗପୁର |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଡମ୍ବରୁ ଶିଶାଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁନାଧର କାକାରିଙ୍କଠାରୁ ୨୪୭୩୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ମମତା ମାଢ଼ୀ, ବିଜୁ ଜନତା ଦଳ ପ୍ରାର୍ଥୀ ଡମ୍ବରୁ ଶିଶାଙ୍କଠାରୁ ୨୬୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]