ଛତ୍ରପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଛତ୍ରପୁର (କ୍ରମିକ ସଂଖ୍ୟା: ୧୨୭) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଛତ୍ରପୁର (ବି), ଗଞ୍ଜାମ (ବି), ରମ୍ଭା (ବି), ଛତ୍ରପୁର ବ୍ଳକ ଓ ଗଞ୍ଜାମ ବ୍ଳକ । [1][2]
Quick Facts ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୬,୭୨୬ |
ଜିଲ୍ଲା: | ଗଞ୍ଜାମ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଆସିକା |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୩ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରିୟାଂଶୁ ପ୍ରଧାନ ସିପିଆଇ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ନାୟକଙ୍କଠାରୁ ୨୨୦୧୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]