ଛେଣ୍ଡିପଦା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଛେଣ୍ଡିପଦା (କ୍ରମିକ ସଂଖ୍ୟା: ୬୨) ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଛେଣ୍ଡିପଦା ବ୍ଳକ ଓ ବଅଁରପାଳ ବ୍ଳକର କିଛି ଅଞ୍ଚଳ।[2][3]
Quick Facts ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଛେଣ୍ଡିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୮୬,୩୧୦ |
ଜିଲ୍ଲା: | ଅନୁଗୋଳ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ସମ୍ବଲପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅଗସ୍ତି ବେହେରାଙ୍କଠାରୁ ୯୮୦୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଖଗେଶ୍ୱର ବେହେରା, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅଗସ୍ତି ବେହେରାଙ୍କଠାରୁ ୪,୯୦୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]