ଜଳେଶ୍ୱର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
(ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଜଳେଶ୍ୱର (କ୍ରମିକ ସଂଖ୍ୟା: ୩୫) ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଜଳେଶ୍ୱର (ବି), ଜଳେଶ୍ୱର ବ୍ଳକ ଓ ବସ୍ତା ବ୍ଳକର ବ୍ଳକର କିଛି ଅଂଶ ।[1][2]
Quick Facts ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଜଳେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୩,୨୩୫ |
ଜିଲ୍ଲା: | ବାଲେଶ୍ୱର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବାଲେଶ୍ୱର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅଶ୍ୱିନୀ କୁମାର ପାତ୍ର ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଦେବୀ ପ୍ରସନ୍ନ ଚାନ୍ଦଙ୍କଠାରୁ ୩୩୮୬୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ।[3]
ଗତ ୨୦୦୯ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବୀ ପ୍ରସାଦ ଚଣ୍ଡ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅଶ୍ୱିନି କୁମାର ପାତ୍ରଙ୍କଠାରୁ ପ୍ରାୟ ୬,୦୦୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]