ଜୁନାଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଜୁନାଗଡ଼ (କ୍ରମିକ ସଂଖ୍ୟା: ୭୮) କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଜୁନାଗଡ଼ (ବି), ଜୁନାଗଡ଼ ବ୍ଳକ ଓ ଗୋଲମୁଣ୍ଡା ବ୍ଳକ ।[2][3]
Quick Facts ଜୁନାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଜୁନାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୭,୧୮୧ |
ଜିଲ୍ଲା: | କଳାହାଣ୍ଡି |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କଳାହାଣ୍ଡି |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦିବ୍ୟଶଙ୍କର ମିଶ୍ର ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅନିଲ ସିଂଦେଓଙ୍କଠାରୁ ୯୯୪୫ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଗୋବର୍ଦ୍ଧନ ଦାସ, ବିଜୁ ଜନତା ଦଳ ପ୍ରାର୍ଥୀ ବୀର ସିପ୍କାଙ୍କଠାରୁ ୬,୫୩୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]