ଜୟପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଜୟପୁର (କ୍ରମିକ ସଂଖ୍ୟା: ୧୪୩) କୋରାପୁଟ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଜୟପୁର (ପୌ), ଜୟପୁର ବ୍ଳକ ଓ ବୋରିଗୁମ୍ମା ବ୍ଳକର କିଛି ଅଂଶ ।[1][2]
Quick Facts ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୮୭,୯୦୪ |
ଜିଲ୍ଲା: | କୋରାପୁଟ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କୋରାପୁଟ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | - |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ତାରା ପ୍ରସାଦ ବାହିନୀପତି ବିଜୁ ଜନତା ଦଳ ପ୍ରାର୍ଥୀ ରବି ନାରାୟଣ ନନ୍ଦଙ୍କଠାରୁ ୮୩୬୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରବି ନାରାୟଣ ନନ୍ଦ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ତାରା ପ୍ରସାଦ ବାହିନିପତିଙ୍କଠାରୁ ୯,୩୧୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]