ଝରିଗାଁ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଝରିଗାଁ (କ୍ରମିକ ସଂଖ୍ୟା: ୭୪) ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଝରିଗାଁ ବ୍ଳକ, ଚନ୍ଦାହାଣ୍ଡି ବ୍ଳକ ଓ ଉମରକୋଟ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ଝରିଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଝରିଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୩,୫୮୨ |
ଜିଲ୍ଲା: | ନବରଙ୍ଗପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ନବରଙ୍ଗପୁର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରମେଶ ଚନ୍ଦ୍ର ମାଝୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଉଲଧର ମାଝୀଙ୍କଠାରୁ ୧୧୧୯୬ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରମେଶ ଚନ୍ଦ୍ର ମାଝି, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଜଳନ୍ଧର ମାଝିଙ୍କଠାରୁ ୨୨,୨୭୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]