ଝାରସୁଗୁଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନସଭା ନିର୍ବାଚନମଣ୍ଡଳୀ / From Wikipedia, the free encyclopedia
ଝାରସୁଗୁଡ଼ା (କ୍ରମିକ ସଂଖ୍ୟା: ୭) ଝାରସୁଗୁଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଝାରସୁଗୁଡ଼ା (ପୌ), କିରମିରା ବ୍ଳକ, ଲଇକେରା ବ୍ଳକ, କୋଲାବିରା ବ୍ଳକ ଓ ଝାରସୁଗୁଡ଼ା ବ୍ଳକର କିଛି ଅଂଶ ।
Quick Facts ଝାରସୁଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଝାରସୁଗୁଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୦,୮୦୮ |
ଜିଲ୍ଲା: | ଝାରସୁଗୁଡ଼ା |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ବରଗଡ଼ |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନବ କିଶୋର ଦାସ ବିଜୁ ଜନତା ଦଳ ପ୍ରାର୍ଥୀ କିଶୋର କୁମାର ମହାନ୍ତିଙ୍କଠାରୁ ୧୧୫୬୩ ଖଣ୍ଡ ଅଧିକ ଭୋଟ୍ ପାଇ ନିର୍ବାଚିତ ହୋଇଛନ୍ତି।[1] ବିଗତ ୨୦୦୯ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ନବ କିଶୋର ଦାସ, ବିଜୁ ଜନତା ଦଳ ପ୍ରାର୍ଥୀ କିଶୋର କୁମାର ମହାନ୍ତିଙ୍କଠାରୁ ପ୍ରାୟ ୨୩,୦୦୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[2]