ଡାବୁଗାଁ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଡାବୁଗାଁ (କ୍ରମିକ ସଂଖ୍ୟା: ୭୬) ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଡାବୁଗାଁ ବ୍ଳକ, ପାପଡ଼ାହାଣ୍ଡି ବ୍ଳକ ଓ କୋଷାଗୁମୁଡ଼ା ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୭୮,୦୨୫ |
ଜିଲ୍ଲା: | ନବରଙ୍ଗପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ନବରଙ୍ଗପୁର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଭୁଜବଳ ମାଝୀ ବିଜୁ ଜନତା ଦଳ ପ୍ରାର୍ଥୀ ମୋତିରାମ ନାୟକଙ୍କଠାରୁ ୬୦୯୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଭୁଜବଳ ମାଝି, ବିଜୁ ଜନତା ଦଳ ପ୍ରାର୍ଥୀ ମୋତିରାମ ନାୟକଙ୍କଠାରୁ ୭,୩୭୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]