ତାଳଚେର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ତାଳଚେର (କ୍ରମିକ ସଂଖ୍ୟା: ୬୦) ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ତାଳଚେର (ପୌ), ତାଳଚେର ବ୍ଳକ ଓ କଣିହାଁ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ତାଳଚେର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ତାଳଚେର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୫୯,୮୭୦ |
ଜିଲ୍ଲା: | ଅନୁଗୋଳ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଢେଙ୍କାନାଳ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ କାଳନ୍ଦୀ ସାମଲଙ୍କଠାରୁ ୧୪୩୨୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ବ୍ରଜ କିଶୋର ପ୍ରଧାନ, ବିଜୁ ଜନତା ଦଳ ପ୍ରାର୍ଥୀ ମହେଶ ସାହୁ ଙ୍କଠାରୁ ୮,୬୪୨ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]