ତେଲକୋଇ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ତେଲକୋଇ (କ୍ରମିକ ସଂଖ୍ୟା: ୨୦) କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ତେଲକୋଇ ବ୍ଳକ, ହରିଚନ୍ଦନପୁର ବ୍ଳକ ଓ ବାଂଶପାଳ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ତେଲକୋଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୯,୩୮୩ |
ଜିଲ୍ଲା: | କେନ୍ଦୁଝର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କେନ୍ଦୁଝର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବେଦବ୍ୟାସ ନାୟକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଧନୁର୍ଜୟ ସିଡୁଙ୍କଠାରୁ ୧୩୯୫୪ ଖଣ୍ଡ ଅଧିକ ଭୋଟ୍ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରେମାନନ୍ଦ ନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବୃନ୍ଦାବନ ନାୟକଙ୍କଠାରୁ ୧୭,୪୭୮ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]