ଦଣ୍ଡପାଣି ଦାସ
ଓଡ଼ିଆ ରାଜନୀତିଜ୍ଞ / From Wikipedia, the free encyclopedia
ଦଣ୍ଡପାଣି ଦାସ (ଜନ୍ମ: ୧୫ ଜୁଲାଇ ୧୯୨୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ ଓ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
Quick Facts ଦଣ୍ଡପାଣି ଦାସ, ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା ...
ଦଣ୍ଡପାଣି ଦାସ | |
---|---|
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୬୧ | |
ପର ଅଧିକାରୀ | ଶିଶିର କୁମାର ନରେନ୍ଦ୍ର ଦେବ |
ନିର୍ବାଚନ ମଣ୍ଡଳୀ | ବ୍ରହ୍ମପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | (1929-07-15)୧୫ ଜୁଲାଇ ୧୯୨୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ସ୍ୱାଧୀନ |
ଜୀବନ ସାଥୀ | ଝରା ଦାସ |
ବାପା/ବୋଉ | ଗାଣ୍ଡୁ ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
Close