ଦଶପଲ୍ଲା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଦଶପଲା (କ୍ରମିକ ସଂଖ୍ୟା: ୧୨୧) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଦଶପଲା ବ୍ଳକ, ଗଣିଆ ବ୍ଳକ ଓ ନୂଆଗାଁ ବ୍ଳକ ।[2][3]
Quick Facts ଦଶପଲା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଦଶପଲା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୬୯,୧୪୪ |
ଜିଲ୍ଲା: | ନୟାଗଡ଼ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କନ୍ଧମାଳ |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ନାୟକ ଭାରତୀୟ ଜନତା ପାର୍ଟି ପ୍ରାର୍ଥିନୀ ଇନ୍ଦୁମତି ନାୟକଙ୍କଠାରୁ ୫୭୩୨୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ କାଶୀନାଥ ମଲ୍ଲିକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଲେକ୍ଚରର ବୁଲିଅନଙ୍କଠାରୁ ୩୮,୭୫୮ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]