ଦେବଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଓଡ଼ିଶାର ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଦେବଗଡ଼ (କ୍ରମିକ ସଂଖ୍ୟା: ୧୯) ଦେବଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଦେବଗଡ଼ (ବି), ତିଳେଇବଣି ବ୍ଳକ, ବାରକୋଟ ବ୍ଳକ ଓ ରିଆମାଳ ବ୍ଳକ।[2][3]
Quick Facts ଦେବଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଦେବଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୨,୩୯୨ |
ଜିଲ୍ଲା: | ଦେବଗଡ଼ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ସମ୍ବଲପୁର |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ନିତେଶ ଗଙ୍ଗଦେବ ବିଜୁ ଜନତା ଦଳ ପ୍ରାର୍ଥିନୀ ଅନିତା ପ୍ରଧାନଙ୍କଠାରୁ ୩୮୭୩୯ ଖଣ୍ଡ ଅଧିକ ଭୋଟ୍ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସଞ୍ଜିବ କୁମାର ପ୍ରଧାନ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ନିତେଶ ଗଙ୍ଗ ଦେବଙ୍କଠାରୁ ୧୦,୭୦୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]