ଧର୍ମଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଧର୍ମଗଡ଼ (କ୍ରମିକ ସଂଖ୍ୟା: ୭୯) କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଧର୍ମଗଡ଼ ବ୍ଳକ, କୋକସରା ବ୍ଳକ, କଳମପୁର ବ୍ଳକ ଓ ଜୟପାଟଣା ବ୍ଳକର କିଛି ଅଂଶ ।[2][3]
Quick Facts ଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୩୪,୦୩୫ |
ଜିଲ୍ଲା: | କଳାହାଣ୍ଡି |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କଳାହାଣ୍ଡି |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ରବିନ୍ଦ୍ର ପଟ୍ଟଯୋଶୀଙ୍କଠାରୁ ୧୬୧୫୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]