ନବରଙ୍ଗପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ନବରଙ୍ଗପୁର (କ୍ରମିକ ସଂଖ୍ୟା: ୭୫) ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । [1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ନବରଙ୍ଗପୁର (ପୌ), ନବରଙ୍ଗପୁର ବ୍ଳକ, ନନ୍ଦାହାଣ୍ଡି ବ୍ଳକ, ତେନ୍ତୁଳୀଖୁଣ୍ଟି ବ୍ଳକ ଓ କୋଷାଗୁମୁଡ଼ା ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ନବରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ନବରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୧୧,୨୪୫ |
ଜିଲ୍ଲା: | ନବରଙ୍ଗପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ନବରଙ୍ଗପୁର |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୧ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ମନୋହର ରନ୍ଧାରୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସଦନ ନାୟକଙ୍କଠାରୁ ୧୧୩୮୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ମନୋହର ରନ୍ଧାରୀ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସଦନ ନାୟକଙ୍କଠାରୁ ୩,୩୩୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]