ନିମାପଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ନିମାପଡ଼ା (କ୍ରମିକ ସଂଖ୍ୟା: ୧୦୬) ପୁରୀ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ନିମାପଡ଼ା (ବି), ନିମାପଡ଼ା ବ୍ଳକ ଓ ଗୋପ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ନିମାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ନିମାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୨୧,୦୨୧ |
ଜିଲ୍ଲା: | ପୁରୀ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଜଗତସିଂହପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସମୀର ରଞ୍ଜନ ଦାଶ ଭାରତୀୟ ଜନତା ପାର୍ଟି ପ୍ରାର୍ଥିନୀ ପ୍ରଭାତି ପରିଡାଙ୍କଠାରୁ ୨୯୬୩୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସମିର ରଞ୍ଜନ ଦାଶ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସତ୍ୟବ୍ରତ ପାତ୍ରଙ୍କଠାରୁ ୩୯,୧୫୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]