ନୟାଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ନୟାଗଡ଼ (କ୍ରମିକ ସଂଖ୍ୟା: ୧୨୨) ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ନୟାଗଡ଼ (ବି), ନୟାଗଡ଼ ବ୍ଳକ ଓ ଓଡ଼ଗାଁ ବ୍ଳକ ।[1][2]
Quick Facts ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ନୟାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୪,୨୪୨ |
ଜିଲ୍ଲା: | ନୟାଗଡ଼ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ପୁରୀ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅରୁଣ କୁମାର ସାହୁ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଲାଲା ମନୋଜ କୁମାର ରାୟଙ୍କଠାରୁ ୨୦୮୬୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଅରୁଣ କୁମାର ସାହୁ, ସ୍ୱାଧୀନ ପ୍ରାର୍ଥୀ ହେମେନ୍ଦ୍ର ଚନ୍ଦ୍ର ସିଂହଙ୍କଠାରୁ ୨୭,୩୪୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]