ପଟ୍ଟାଙ୍ଗି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ପଟ୍ଟାଙ୍ଗି (କ୍ରମିକ ସଂଖ୍ୟା: ୧୪୫) କୋରାପୁଟ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପଟ୍ଟାଙ୍ଗୀ ବ୍ଳକ, ନନ୍ଦପୁର ବ୍ଳକ, ସେମିଳିଗୁଡ଼ା ବ୍ଳକ ଓ କୋରାପୁଟ ବ୍ଳକର କିଛି ଅଂଶ ।[1][2]
Quick Facts ପଟ୍ଟାଙ୍ଗି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ପଟ୍ଟାଙ୍ଗି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୭୩,୧୩୦ |
ଜିଲ୍ଲା: | କୋରାପୁଟ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କୋରାପୁଟ |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | |
ପୌର ପରିଷଦ: |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ପାଙ୍ଗୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ରାମଚନ୍ଦ୍ର କାଡାମଙ୍କଠାରୁ ୧୦୭୬୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ରାମ ଚନ୍ଦ୍ର କଦମ, ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ପାଙ୍ଗୀଙ୍କଠାରୁ ୫,୪୩୬ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]