ପର୍ଜଙ୍ଗ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ପର୍ଜଙ୍ଗ (କ୍ରମିକ ସଂଖ୍ୟା: ୫୮) ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପର୍ଜଙ୍ଗ ବ୍ଳକ, କଙ୍କଡ଼ାହାଡ଼ ବ୍ଳକ ଓ କାମାକ୍ଷାନଗର ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ପର୍ଜଙ୍ଗ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ପର୍ଜଙ୍ଗ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୯୦,୦୪୮ |
ଜିଲ୍ଲା: | ଢେଙ୍କାନାଳ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଢେଙ୍କାନାଳ |
ପଞ୍ଚାୟତ ସମିତି: | ୩ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ନୃସିଂହ ସାହୁ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବିଭୁତି ପ୍ରଧାନଙ୍କଠାରୁ ୩୦୫୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଡ. ନୃସିଂହ ସାହୁ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ବିଭୁତି ଭୂଷଣ ପ୍ରଧାନଙ୍କଠାରୁ ୫,୧୮୮ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]