ପାଟଣା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ପାଟଣା (କ୍ରମିକ ସଂଖ୍ୟା: ୨୩) କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପାଟଣା ବ୍ଳକ, ସାହାରପଡ଼ା ବ୍ଳକ ଓ ଝୁମ୍ପୁରା ବ୍ଳକର କିଛି ଅଂଶ ଓ ଚମ୍ପୁଆ ବ୍ଳକର କିଛି ଅଂଶ ।[2][3]
Quick Facts ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ପାଟଣା ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୮୩,୮୨୭ |
ଜିଲ୍ଲା: | କେନ୍ଦୁଝର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | କେନ୍ଦୁଝର |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୦ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ହୃଷିକେଶ ନାଏକ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଭବାନୀ ଶଙ୍କର ନାୟକଙ୍କଠାରୁ ୮୮୪୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ହୃଷିକେଶ ନାୟକ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସନାତନ ନାୟକଙ୍କଠାରୁ ୨୪,୬୨୪ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]