ପାରାଦ୍ୱୀପ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ପାରାଦ୍ୱୀପ (କ୍ରମିକ ସଂଖ୍ୟା: ୧୦୧) ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପାରାଦ୍ୱୀପ (ବି), କୁଜଙ୍ଗ ବ୍ଳକ ଓ ତିର୍ତ୍ତୋଲ ବ୍ଳକର କିଛି ଅଞ୍ଚଳ ।[2][3]
Quick Facts ପାରାଦ୍ୱୀପ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ପାରାଦ୍ୱୀପ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୮୯,୭୦୮ |
ଜିଲ୍ଲା: | ଜଗତସିଂହପୁର |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଜଗତସିଂହପୁର |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦାମୋଦର ରାଉତ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଅରିନ୍ଦମ ସର୍ଖେଲଙ୍କଠାରୁ ୩୮୬୦୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦାମୋଦର ରାଉତ, ସ୍ୱାଧୀନ ପ୍ରାର୍ଥୀ ରମେଶ ସାମନ୍ତରାୟଙ୍କଠାରୁ ୩୦,୩୫୧ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]