ପିପିଲି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ପିପିଲି (କ୍ରମିକ ସଂଖ୍ୟା: ୧୧୦) ପୁରୀ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।[1] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପିପିଲି (ବି), ପିପିଲି ବ୍ଳକ ଓ ଡେଲାଙ୍ଗ ବ୍ଳକ ।[2][3]
Quick Facts ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୨,୦୮,୭୩୯ |
ଜିଲ୍ଲା: | ପୁରୀ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ପୁରୀ |
ପଞ୍ଚାୟତ ସମିତି: | ୨ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଦୀପ ମହାରଥୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଯୁଧିଷ୍ଠିର ସାମନ୍ତରାୟଙ୍କଠାରୁ ୩୩୪୭୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[4]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଦୀପ ମହାରଥୀ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଯୁଧିଷ୍ଠିର ସାମନ୍ତରାୟଙ୍କଠାରୁ ୧୨,୫୦୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[5]