ଫୁଟବଲ
From Wikipedia, the free encyclopedia
ଫୁଟବଲ ବିଶ୍ୱର ଅନ୍ୟ ଏକ ଲୋକପ୍ରିୟ ଖେଳ ।ଏହି ଖେଳରେ ଏକ ଗୋଲାକାର ବଲକୁ ପାଦରେ ଗୋଇଠା ମାରି ଖେଳଯାଏ ।ଏହି ଖେଳର ସମୟସୀମା ୯୦ ମିନିଟ ।ଏହା ଦୁଇ ଦଳ ମଧ୍ୟରେ ଖେଳଯାଏ । ପ୍ରତି ଦଳରେ ଖେଳାଳିଙ୍କ ସଂଖ୍ୟା ୧୧। ଏଠି ସହ ୩ଟି ବଦଳ ଖେଳାଳିଙ୍କୁ ମଧ୍ୟ ସୁଯୋଗ ଦିଆଯାଏ। ବଲ୍କୁ କେବଳ ଗୋଡରେ ମାରି ଖେଳିହେବ, ଗୋଲକିପର ଛଡା ଅନ୍ୟ କୌଣସି ଖେଳାଳି ହାତରେ ଛୁଇଣିଲେ ହାଣ୍ଡବଲ ଦୋଷ ହୁଏ।