ଫୁଲବାଣୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଧାନ ସଭା ନିର୍ବାଚନ ମଣ୍ଡଳୀ / From Wikipedia, the free encyclopedia
ଫୁଲବାଣୀ (କ୍ରମିକ ସଂଖ୍ୟା: ୮୪) କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଫୁଲବାଣୀ (ପୌ), ଫୁଲବାଣୀ ବ୍ଳକ, ଚକାପାଦ ବ୍ଳକ, ଖଜୁରିପଡ଼ା ବ୍ଳକ ଓ ଫିରିଙ୍ଗିଆ ବ୍ଳକର କିଛି ଅଂଶ ।[1][2]
Quick Facts ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ ...
ଫୁଲବାଣୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ | |
---|---|
ଭୋଟର ସଂଖ୍ୟା (୨୦୧୪): | ୧,୬୬,୬୩୧ |
ଜିଲ୍ଲା: | କନ୍ଧମାଳ |
ଲୋକ ସଭା ନିର୍ବାଚନ ମଣ୍ଡଳୀ: | ଫୁଲବାଣୀ |
ପଞ୍ଚାୟତ ସମିତି: | ୪ |
ଗ୍ରାମ ପଞ୍ଚାୟତ: | |
ବିଜ୍ଞାପିତ ଅଞ୍ଚଳ ପରିଷଦ: | ୧ |
ପୌର ପରିଷଦ: | ୦ |
Close
ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଡୁଗୁନି କଁହର ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଦେବନାରାୟଣ ପ୍ରଧାନଙ୍କଠାରୁ ୨୫୭୯୫ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[3]
ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ଦେବେନ୍ଦ୍ର କହଁର, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଦେବ ନାରାୟଣ ପ୍ରଧାନଙ୍କଠାରୁ ପ୍ରାୟ ୯,୦୦୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[4]